ଆସନ୍ତା ୧୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ
ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବ ନାହିଁ ଘରୋଇ ବସ। ସକାଳ ୬ଟାରୁ ଗଡିବ ନାହିଁ ବୋଲି କୌଣସି ବସ । ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଅଲ ଓଡିଶା ବସ୍ ମାଲିକ ସଂଘର ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି।
ଗତ୨୭ ତାରିଖରେ ମଧ୍ୟ!-->!-->!-->…
