Odia News Portal

ଆନନ୍ଦ ବଜାରରେ ବାହାର ବ୍ୟକ୍ତି ବିକ୍ରି କରିପାରିବେନି ମହାପ୍ରସାଦ ଓ ସୁଖିଲା ଭୋଗ

ଶ୍ରୀମନ୍ଦିର ଆନନ୍ଦ ବଜାରକୁ ଶୃଙ୍ଖଳିତ କରିବା ପ୍ରସଙ୍ଗ । ଏଣିକି ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରିପାରିବେ ନାହିଁ ବାହାର ବ୍ୟକ୍ତି । ନିୟମ ଉଲଂଘନ କରାଗଲେ ଥାନାରେ ଏତଲା ଦିଆଯିବା ସହ ଆଇନଗତ କାର‌୍ୟ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିଶୃଙ୍ଖଳା ଘଟଣା ସାମ୍ନାକୁ

ଉଚ୍ଚଶିକ୍ଷା ପାଇଁ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା:…

ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯିବ ଆର୍ଥିକ ସହାୟତା । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀ ଏକକାଳୀନ ୫୦ ହଜାର ଟଙ୍କାର ସହାୟତା ଦିଆଯିବ । ଜନଜାତି

କମିସନରେଟ୍ ପୁଲିସ ପଞ୍ଝାରେ ଲୁଟେରା ଗ୍ୟାଙ୍ଗ୍: ୩ ଗିରଫ

ଲୁଟ୍ଟ କରି ରାଜଧାନୀରେ ଆତଙ୍କ ଖେଳାଉଥିବା ଏକ ଲୁଟେରା ଗ୍ୟାଙ୍ଗକୁ କମିସନରେଟ୍ ପୁଲିସ ଠାବ କରିଛି। ଲକ୍ଷ୍ମୀସାଗର ଥାନା ପୁଲିସ୍ ୩ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ନାବାଳକଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ବମିଖାଲ ଅଞ୍ଚଳର ସୁବୋଧ କୁମାର ଦାସ ଓରଫ

ଟ୍ରେନ୍ ଧକ୍କାରେ ଗଲା ଦୁଇ ହାତୀଙ୍କ ଜୀବନ

ଟ୍ରେନ୍ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଦୈତାରୀ ରେଞ୍ଜ ଆମ୍ବଧରା ନିକଟରେ ଘଟିଛି ଏ ଦୁର୍ଘଟଣା। ଗତକାଲି ବିଳମ୍ବିତ ଏକ ମାଲବାହୀ ଟ୍ରେନ୍ ଧକ୍କାରେ ଏହି ଦୁଇ ହାତୀଙ୍କ ମୃତ୍ୟୁ ଘଟିଛି। ଏକ ହାତୀପଲ ଟ୍ରେନ୍ ଲାଇନ୍ ପାର୍ ହେଉଥିବା ବେଳେ ମାଲବାହୀ ଟ୍ରେନଟି

ଭୁବନେଶ୍ୱରକୁ ବର୍ଷା ଆଲର୍ଟ

ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ପାଇଁ ବର୍ଷା ସତର୍କତା । ଘଡଘଡି ସହ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଯଥା ସମ୍ଭବ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ସିଙ୍ଗଲ୍ ୱିଣ୍ଡୋରେ ୩୨୬୬ କୋଟିର ୧୧ଟି ପ୍ରକଳ୍ପକୁ ଅନୁମୋଦିତ

ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟିରେ ପ୍ରାୟ ୩୨୬୬ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ପ୍ରଦାନ କରାଯାଇଛି; ଯାହା

ଦିଲ୍ଲୀରେ ୪୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

 ଦିଲ୍ଲୀରେ ୪୧ ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା । ପ୍ରବଳ ବର୍ଷାରେ ଉବୁଟୁବୁ ଦେଶର ରାଜଧାନୀ ଦିଲ୍ଲୀ । ରାସ୍ତା, ଗଳି କନ୍ଦି, ଅଣ୍ଡରପାସ ସବୁଠି ପାଣି ଜମି ରହିଛି। ରାସ୍ତାଘାଟ ପୋଖରୀ ସାଜିଥିବା ବେଳେ ଗୃହବନ୍ଦୀ ହୋଇଛନ୍ତି ଲୋକେ। ଦିଲ୍ଲୀର ଅଧିକାଂଶ ଅଞ୍ଚଳ ଜଳବନ୍ଦୀ ଯୋଗୁଁ ସରକାରୀ

ଆରମ୍ଭ ହେଲା ବାୟୁ ସ୍ୱାସ୍ଥ୍ୟ ସେବା

ନୂଆପଡା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ମୂଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଯେଉଁଥିରେ ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତର ମାନେ ଆସି ଲୋକଙ୍କୁ ଚିକିତ୍ସା କରିବା ସହ ପରାମର୍ଶ ଦେଉଛନ୍ତି । ଗରିବ ଖଟିଖିଆ ତଥା ଉପାନ୍ତ ଅଞ୍ଚଳର ରୋଗୀଟିଏ କଟକ କିମ୍ବା ଭୁବନେଶ୍ୱର ଆସି

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ଶ୍ରୀମନ୍ଦିର ପ୍ରଶାସନ

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ପୁରୀ ଶ୍ରୀମନ୍ଦିର ପ୍ରଶାସନ । ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ସତ୍ୟପାଠ ଦାଖଲ କରିଛି ମନ୍ଦିର ପ୍ରଶାସନ । ଆବେଦନକାରୀଙ୍କୁ ଏ ସମ୍ପର୍କିତ କପି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ଆବେଦନକାରୀଙ୍କୁ ମଧ୍ୟ ପ୍ରତି ଜବାବ ଦେବାକୁ ନିର୍ଦ୍ଦେଶ

ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର

କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଲେ ଗୋବିନ୍ଦପୁରର ଗିରିଧାରୀ ମଲ୍ଲିକଙ୍କ ଦୁଇ ଝିଅ