ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବେଗୁନିଆ ବନ୍ଦ
ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବିରେ ବେଗୁନିଆ ସ୍ୱାସ୍ଥ୍ୟ କ୍ରିୟାନୁଷ୍ଠାନ କମିଟି ୫୦ ଦିନ ଧରି ଧାରଣାରେ ବସିବା ପରେ ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବେଗୁନିଆ ବନ୍ଦ ଡାକରା ଦେଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବେଗୁନିଆ ଦେଇ!-->…
