Odia News Portal

ମାଟିରେ ମିଶିବାକୁ ବସିଛି ୨୫୦ ବର୍ଷ ପୁରାତନ ଶୈବ ପୀଠ

ଏକଦା ଚଳଚଞ୍ଚଳ ରହୁଥିବା ଶୈବ ପୀଠ ଆଜି ଜରାଜୀର୍ଣ l ରାଜା ରାଜୁଡା ଅମଳରେ ପୂଜା ପାଉଥିବା ଠାକୁର ଆଜି ନିଜ ଭୁ ସମ୍ପତି ହରାଇ ଅନ୍ଧାର କୋଠରୀରେ ରହୁଛନ୍ତି ଉପବାସ l ଏଭଳି ଚିତ୍ର ଦେଖିବାକୁ ମିଳିଛି ବାରକୋଟ ବ୍ଲକ ବାହାଡାପୋଷି ଗ୍ରାମରେ ଥିବା ବାବା କପିଳେଶ୍ୱରଙ୍କ ପୀଠରେ l ରେଙ୍ଗାଲି

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ  ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ

ଶିଶୁ ଅଦଳବଦଳ ଘଟଣା: ଆଜି ମା ଓ ଶିଶୁର ହେବ ଡିଏନଏ ଟେଷ୍ଟ

କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣା । ଆଜି ମାଆ ଏବଂ ଶିଶୁର ଡିଏନଏ ଟେଷ୍ଟ କରାଯିବ । ଗତ କିଛି ଦିନ ତଳେ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆଣିଥିଲେ ରାଜକନିକା ଅଞ୍ଚଳର ଜଣେ

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ

ଅପହୃତ ଦୁଇ ଛାତ୍ରଙ୍କ ହତ୍ୟା ବିରୋଧରେ ମଣିପୁରରେ ଆନ୍ଦୋଳନ ତେଜିବାରେ ଲାଗିଛି । ବିକ୍ଷୋଭକାରୀମାନେ ଇମ୍ଫାଲ ଉପକଣ୍ଠରେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂଙ୍କ ପୈତୃକ ଘର ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିଛନ୍ତି । କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଏହି ଘଟଣା ଘଟିଛି। ସୁରକ୍ଷା

ରାଜ୍ୟର ୧୫ଟି ଜିଲ୍ଲା ଭୂମିକମ୍ପପ୍ରବଣ

ରାଜ୍ୟର ୧୫ଟି ଜିଲ୍ଲା ଭୂମିକମ୍ପପ୍ରବଣ । ଏହି ଜିଲ୍ଲାଗୁଡ଼ିକ ମଧ୍ୟମ ଧରଣର ଭୂମିକମ୍ପପ୍ରବଣ(ଜୋନ୍‌) ଭାବେ ଚିହ୍ନଟ ହୋଇଛି ବୋଲି ରାଜସ୍ୱ ଓ ବିପର୍ୟ୍ୟୟ ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି । ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଶ୍ରୀ ମାର୍ଣ୍ଡି

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ୫୨ ମୃତ

ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ଏକ ମସଜିଦ ନିକଟରେ ଶୁକ୍ରବାର ଶକ୍ତିଶାଳୀ ବିସ୍ଫୋରଣରେ ଅତି କମରେ ୫୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି ବିସ୍ଫୋରଣରେ ୧୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଇଦ୍ ଅବସରରେ ମସଜିଦ ବାହାରେ ଏକ ଶୋଭାଯାତ୍ରା ପାଇଁ ବହୁ ସଂଖ୍ୟାରେ ଲୋକ ଜମା ହୋଇଥିବା ବେଳେ ଏହି

ବାଚସ୍ପତିଙ୍କ ଚେୟାରକୁ ସମ୍ମାନ ଦିଅ: ସୁର ରାଉତରାୟ

ବିଧାନସଭାରେ ବିଜେପିର ହୀନ ଆଚରଣକୁ ସମାଲୋଚନା କଲେ ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ସୁରେଶ କହିଛନ୍ତି ବାଚସ୍ପତିଙ୍କ ଚେୟାରକୁ ଅସମ୍ମାନ କରିଛି ବିଜେପି । ଚେୟାର ଉପରକୁ ଡାଲି ଫୋପାଡ଼ିବା ଠିକ ନୁହେଁ । ଏପରି ଆଚରଣ ଦେଖାଇ ଗୃହର ମର୍ଯ୍ୟାଦା ହାନୀ କରିଛନ୍ତି ବିଜେପି ବିଧାୟକ ।

ହାଇକୋର୍ଟରେ ରତ୍ନଭଣ୍ଡାର ମରାମତି ମାମଲା 

ହାଇକୋର୍ଟରେ ରତ୍ନଭଣ୍ଡାର ମରାମତି ମାମଲା । ରତ୍ନଭଣ୍ଡାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ କମିଟି । ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୨ ମାସ ଭିତରେ କମିଟି ଗଠନ ସମ୍ପର୍କରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ । ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କ ସୂଚନା ।

ବଙ୍ଗୋପସାଗରରେ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା

ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ

ଏକନମ୍ବର ହାଟ ବନ୍ଦ

ଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍‌‌-୧ ମାର୍କେଟରେ ଉତ୍ତେଜନା ଦେଖାଦେଇଛି। ଉଭୟ ଉଠାଦୋକାନୀ ଓ ଭେଣ୍ଡିଂ ଜୋନ୍‌‌ ଏବଂ ସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ପାଟିତୁଣ୍ଡ ଉଗ୍ର ରୂପ ନେଇଛି। ପରିସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଏହି ମାମଲାରେ ହସ୍ତକ୍ଷେପ କରିଥିଲା। ପରେ ଉଭୟ ପକ୍ଷରୁ ଥାନା