Odia News Portal

ବାହୁଡ଼ା ପୂର୍ବରୁ ୫ ହଜାର ସେବାୟତଙ୍କ କୋଭିଡ଼ ଟେଷ୍ଟ

ପୁରୀ()  ବାହୁଡ଼ା ପୂର୍ବରୁ ସବୁ ସେବାୟତଙ୍କ ହେବ କୋଭିଡ ଟେଷ୍ଟ । ୫ ହଜାର ସେବାୟତଙ୍କ କୋଭିଡ଼ ଟେଷ୍ଟ କରାଯିବ । ଏହାସହ ନିୟୋଜିତ ହୋଇଥିବା ଅଧିକାରୀଙ୍କ ହେବ କୋଭିଡ ଟେଷ୍ଟ । ଆଜିଠାରୁ ଆରମ୍ଭ ହୋଇଛି ଏହି ଟେଷ୍ଟ ପ୍ରକ୍ରିୟା । ପୁରୀର ସମସ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯିବ । ଏହାସହିତ ଆଗକୁ…

କାହିଁକି ଶ୍ରୀକୃଷ୍ଣ ତାଙ୍କ ମୁଣ୍ଡରେ ମୟୁର ପୁଛ ଲଗାନ୍ତି, ଜାଣନ୍ତୁ ପ୍ରକୃତ ରହସ୍ୟ

ଭୁବନେଶ୍ୱର() ମୟୁର ଆମର ଜାତୀୟ ପକ୍ଷୀ ଦେଖିବାକୁ ବି ଖୁବ୍ ସୁନ୍ଦର। ମୟୁର ବିଷୟରେ ସମସ୍ତେ ଜାଣନ୍ତି। ତେବେ ଏପରି କିଛି କଥା ଅଛି ଜାହା ଆପଣ ନିଜେ ବି ଜାଣି ନଥିବେ। ମୟୁର ଏକ ବ୍ରହ୍ମଚାରୀ ପକ୍ଷୀ। ଏଣୁ ଏହାର ପୁଛରେ ଭଗବାନ ଶ୍ରୀକୃଷ୍ଣଙ୍କର ମଧ୍ୟ ଶ୍ରଦ୍ଧା ରହିଛି। ଶ୍ରୀକୃଷ୍ଣ ତାଙ୍କ…

ଭୁବନେଶ୍ୱରରୁ ୨୨, ୧୯ ଲୋକାଲ କେସ

ଭୁବନେଶ୍ୱର() ରାଜ୍ୟରେ ଆଜି ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ଘରେ ସଙ୍ଗରୋଧରେ ଥିଲେ ଓ ଅନ୍ୟ ୧୯ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ୨୨ଜଣଙ୍କ ମଧ୍ୟରୁ ଏକ ଘରୋଇ…

ଓଡ଼ିଶାରେ ଆରମ୍ଭ ହେବ ଆଣ୍ଟିବଡ଼ି ଟେଷ୍ଟ

ଭୁବନେଶ୍ୱର() ଓଡ଼ିଶାରେ ପୁଣି ଆରମ୍ଭ ହେବ ଆଣ୍ଟିବଡ଼ି ଟେଷ୍ଟ । ଆସନ୍ତା ସପ୍ତାହରେ ରାଜ୍ୟରେ ପହଞ୍ଚିବ ଆଇସିଏମଆର ଅନୁମୋଦିତ ଆଣ୍ଟିବଡ଼ି ଟେଷ୍ଟ କିଟ୍ । ଘରକୁ ଘର ହେଉଥିବା ସର୍ଭେରେ ଏହି କିଟକୁ ବ୍ୟବହାର କରାଯିବ । ରାଜ୍ୟରେ ପରୀକ୍ଷାର ପଦ୍ଧତି ଓ ପ୍ରକ୍ରିୟା ନେଇ ଆସନ୍ତାକାଲି ଯୋଜନା ହେବ ।…

ଭୁବନେଶ୍ୱରର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍

ଭୁବନେଶ୍ୱର() ରାଜଧାନୀ ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍ କରାଯାଇଛି । କୋଭିଡ଼ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସିଲ କରିଛି ବିଏମସି । ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛି ମହାନଗର ନିଗମ । ଗତକାଲି ସୁଦ୍ଧା ହସ୍ପିଟାଲରୁ ୨୭ କରୋନା ରୋଗୀ ଚିହ୍ନଟ…

ବିଜେଡିର ବରିଷ୍ଠ ନେତା ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର() ବିଜେଡିର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ମୁଣ୍ଡରେ ରକ୍ତ ଜମାଟ ବାନ୍ଧି ଥିବାରୁ ଗତକାଲି ଅସ୍ତ୍ରୋପଚାର କରାଯାଇ ତାଙ୍କୁ ଆଇସିୟୁରେ ରଖା ଯାଇଛି। ସୂଚନା ଅନୁଯାୟୀ, ସୋମବାର ରାତିରେ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ…

ଛାତ୍ର ବିଜେଡ଼ିର ସପ୍ତାହବ୍ୟାପୀ “ଜୀବନବିଦୁ” କାର୍ଯ୍ଯକ୍ରମର ଶୁଭାରମ୍ଭ

ଭୁବନେଶ୍ବର : ସମଗ୍ର ଦେଶରେ କୋରାନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର ପାଇଁ ବିଜୁ ଜନତା ଦଳର ସଭାପତି ତଥା ମାନ୍ଯବର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜୁ ଛାତ୍ର ଜନତା ଦଳ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମର ଆୟୋଜନ କରିଛି । ସାମାଜିକ ପ୍ରତିବଦ୍ଧତାର ଅଂଶ ସ୍ୱରୂପ ବିଜୁ…

୨୪ଘଣ୍ଟାରେ ୧୫ହଜାର ୯୮୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ() ଦେଶରେ ଯେମିତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୫୬ହଜାର ୧୮୩ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୪ହଜାର ୪୭୬ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ୧୫ହଜାର ୯୮୬…

କରୋନାରେ ବିଧାୟକଙ୍କ ମୃତ୍ୟୁ

ଦିନକୁ ଦିନ କରୋନାର ସ୍ଥିତି ବିଗିଡ଼ିବାରେ ଲାଗିଛି । କୋଲକାତାର କେରାନା ସ୍ଥିତି ସମ୍ପର୍କରେ ନକହିବା ହିଁ ଭଲ । ତେବେ ଏହାରି ଭିତରେ ଆଉ ଜଣେ ବିଧାୟକ ପ୍ରାଣହାନୀ ଘଟିଛି କରୋନାରେ । ବିଧାୟକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ଟିଏମସି ବିଧାୟକ ତମୋନାଶ ଘୋଷ । ମୃତ୍ୟୁ ବେଳକୁ ତାଙ୍କର ବୟସ ୬୦ ବର୍ଷ…

ମହାକାଶରୁ ମାଡ଼ି ଆସୁଛି ବଡ଼ ବିପଦ

ମହାକାଶରୁ ପୃଥିବୀ ଆଡ଼କୁ ଏକ ବିରାଟ ଉଲକାପିଣ୍ଡ ମାଡ଼ି ଆସୁଛି । ଏହି ଉଲକାପିଣ୍ଡର ଗତିର ବେଗ ଏତେ ଅଧିକ ଯେ ଯଦି ପୃଥିବୀ ଉପରେ ପଡ଼ିବ ତେବେ ଏହା ପାଖଆଖ କେତେ କିଲୋମିଟର ଯାଏଁ ବିନାଶ ଘଟାଇପାରିବ । ଯଦି ଏହା ସମୁଦ୍ରରେ ପଡ଼ିବ ତାହାଲେ ବଡ଼ ସୁନାମି ହୋଇପାରେ । ଏହି ଉଲକାପିଣ୍ଡ ପୃଥିବୀର…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.