ସବୁ ମୁଖ୍ୟମନ୍ତ୍ରୀଙ୍କୁ ଶାହଙ୍କ ନିର୍ଦ୍ଦେଶ, ତୁରନ୍ତ ପାକିସ୍ତାନୀଙ୍କୁ ତଡ଼
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତୀବ୍ର ହେଉଛି କୂଟନୈତିକ ବିବାଦ । ପାକିସ୍ତାନକୁ ଏଥର ଉଚିତ୍ ଜବାବ୍ ଦେବାକୁ ସିନ୍ଧୁ ଜଳଚୁକ୍ତି ରବ୍ଦ, ଭିସା ବାତିଲ, ସୀମା ବନ୍ଦ ଭଳି କଠୋର କାର୍ଯ୍ୟାନୁଷ୍ଠାନ ସହିତ ଆତଙ୍କବାଦୀଙ୍କୁ ମାଟିରେ ମିଶାଇବାକୁ ଜାରି ରହିଛି!-->…