କାଲିଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କରିବାକୁ ନିର୍ଦ୍ଦେଶ
ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଏ ଏସ ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆସନ୍ତା ୨୪ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା ଏ ଏସ ଆଇ, ମାତ୍ର ଏହାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଗ୍ରାହ୍ୟ କରିଛନ୍ତି। ପ୍ରତି ୧୫ ଦିନ!-->…
