ରେଳ ଫାଟକ ଭାଙ୍ଗି ଟ୍ରାକରେ ଚଢ଼ିଗଲା କଣ୍ଟେନର
ରେଳ ଫାଟକ ଭାଙ୍ଗି ଟ୍ରାକକୁ ଚଢ଼ିଗଲା ଏକ କାର୍ ବୋଝେଇ କଣ୍ଟେନର । ବାଲେଶ୍ଵର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାମ୍ପଦା ଛକରେ ଘଟିଛି ଏହି ଅଭାବନୀୟ ଘଟଣା । ଫାଟକ ଭାଙ୍ଗି କଣ୍ଟେନରଟି ଟ୍ରାକ୍କୁ ଚଢିଯିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୁଇ ଘଣ୍ଟା ହେବ ବାଲେଶ୍ବର-ନୀଳଗିରି!-->…
