Odia News Portal

ବଦଳିବ ମୋଦିଙ୍କ ମନ୍ତ୍ରିମଣ୍ଡଳ

ପୁଣି ବଦଳିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ। ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଆସନ୍ତା ଜୁଲାଇ ୩ ତାରିଖ ସୋମବାର ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀ ପରିଷଦ ବୈଠକର ଅଧ୍ୟକ୍ଷତା

ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା

ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି। ମହଣ ମହଣ ସୁନାରେ ସଜ୍ଜିତ ହେବେ ତିନି ଠାକୁର। ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖିବା ଲାଗି

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ 

ଗତ କାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ

ମହାପ୍ରଭୁଙ୍କ ସୁନାବେଶ ପାଇଁ ପ୍ରକ୍ରିୟା ଜାରି

ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ(ବଡ଼ତଢ଼ାଉ ବେଶ) ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ବିଗ୍ରହ। ଲକ୍ଷାଧିକ

ଆଜି ହିଂସାଗ୍ରସ୍ତ ମଣିପୁର ଯିବେ ରାହୁଲ ଗାନ୍ଧୀ

ରାଜ୍ୟରେ ଜାରି ରହିଥିବା ହିଂସା ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ମଣିପୁର ଯିବେ। ସେ ଦୁଇ ଦିନ ମଣିପୁରରେ ରହିବେ | ମଣିପୁର କଂଗ୍ରେସ ସଭାପତି ଓକ୍ରାମ ଇବୋବି ସିଂ କହିଛନ୍ତି ଯେ ରାହୁଲ ଇମ୍ଫାଲ ଏବଂ ଚୁରାଚାନ୍ଦପୁରର ଅନେକ ରିଲିଫ କ୍ୟାମ୍ପକୁ ଯିବେ। ସାମାଜିକ ସଂଗଠନର ନେତା,

ବାହୁଡ଼ା ଯାତ୍ରାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୫ ଯୁବକଙ୍କୁ ଆକ୍ରମଣ ପରେ ଉତ୍ତେଜନା

ଗତକାଲି ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ସବଡେଗାରେ ବାହୁଡ଼ା ଯାତ୍ରା ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଭୁଜାଲି ଆକ୍ରମଣରେ ୫ ଯୁବକ ଆହତ ହୋଇଛ୍ତି। ସମସ୍ତଙ୍କୁ ସବଡେଗା ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ଜଣେ ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ

ଅନନ୍ତ ବାସୁଦେବ ମନ୍ଦିରରେ ରୋଷଘର ନିର୍ମାଣ ନେଇ ୨ ଗୋଷ୍ଠୀ ମଧ୍ୟରେ ବିବାଦ

ଏକାମ୍ର ପ୍ରକଳ୍ପ ଯୋଜନାରେ ଅନନ୍ତ ବାସୁଦେବ ମନ୍ଦିରରେ ରୋଷଘର ନିର୍ମାଣ ପ୍ରସଙ୍ଗରେ ବିବାଦ ଉଠିଛି। ମନ୍ଦିର ପରିସରରେ ରୋଷଘର ପାଇଁ ଓବିସିସି ପକ୍ଷରୁ ଟେଣ୍ଡର କରାଯାଇଛି। ଅନ୍ୟପକ୍ଷରେ ଏହାକୁ ବିରୋଧ କରି ବ୍ରାହ୍ମଣ ନିଯୋଗ ଜିଲ୍ଲାପାଳ ଏବଂ ବିଏମସି କମିସନରଙ୍କ ପାଖକୁ ଚିଠି କରିଛନ୍ତି। ଏକ

୫ ଦିନିଆ ରିମାଣ୍ଡରେ ଗଲେ କୋଟିପତି ପ୍ରଶାନ୍ତ ରାଉତ

ରିମାଣ୍ଡରେ ଗଲେ କୋଟିପତି ପ୍ରଶାନ୍ତ ରାଉତ। ନବରଙ୍ଗପୁରର ଲାଞ୍ଚୁଆ ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍‌ସ। ରିମାଣ୍ଡରେ ନେବା ପାଇଁ ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଅନୁମତି ଦେଇଛନ୍ତି। କଟକ ଭିଜିଲାନ୍ସ କାର୍ଯ୍ୟାଳୟରେ

ଛିଡ଼ିଲା ତାଳଧ୍ୱଜ ରଥର ଦଉଡି, ଭୋଇ ସେବାୟତଙ୍କ ସହ ୬ ଆହତ

ମହାପ୍ରଭୁଙ୍କ ବାହାଡ଼ା ଯାତ୍ରା ବେଳେ ଅଘଟଣ ଘଟିଛି। ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦଉଡ଼ି ଛିଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ଜଣେ ଭୋଇ ସେବାୟତ ସମେତ ୬ ଜଣ ଆହତ ହୋଇଛନ୍ତି। ମାର୍କେଟ ଛକ ନିକଟରେ ଦଉଡ଼ି ଛିଡ଼ିଥିଲା। ସମସ୍ତ ଆହତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ସ୍ୱସ୍ଥ୍ୟ

ପୁରୀରେ ଠେଲାପେଲା ୬ଆହତ,ଜଣେ ମହିଳା ଗୁରୁତର

 ଆଜି ବାହୁଡା ଯାତ୍ରା ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । କାଳିଆକୁ ଦର୍ଶନ ପାଇଁ କାହିଁ କେଉଁ ଦୂରରୁ ଶ୍ରୀକ୍ଷେତ୍ରକୁ ଧାଇଁଆସିଛନ୍ତି ଭକ୍ତ । ଲକ୍ଷ ଲକ୍ଷ ଲୋକ ବଡଦାଣ୍ଡରେ ଗହଳି ଲାଗିଥିବା ବେଳେ ବାହୁଡା ଯାତ୍ରାରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଥିଲା ।