ଆମ ଓଡିଶା ନବୀନ ଓଡିଶା ୧୧ତମ ଦିନରେ କନ୍ଧମାଳ
ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ!-->…
