5T ସଚିବ ଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ
ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ 2018 ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି!-->…
