ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଗିରଫ
ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଜୟନ୍ତୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ାଉ ପରେ ଜୟନ୍ତୀଙ୍କ ୧୪୫ ପ୍ରତିଶତରୁ ଅଧିକ ଆୟ ବହିର୍ଭୂତ ସଂପତ୍ତି ଥିବା ଜଣାପଡିଥିଲା । ଗତକାଲି!-->…
