ଝାରସୁଗୁଡ଼ା ଜିଲ୍ଲା ଲଖନପୁରରେ ITI ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଝାରସୁଗୁଡ଼ା ଜିଲ୍ଲା ଲଖନପୁରରେ ପ୍ରତିଷ୍ଠା ହେବ ITI । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଯନାୟକ ଏହାକୁ ଅନୁମୋଦନ କରିଛନ୍ତି । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାବେଳେ ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ । ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ ।!-->…
