ସୋଆ ସାହିତ୍ୟ ଉତ୍ସବରେ ଜୟନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବରେ ବିଖ୍ୟାତ ଭାରତୀୟ ଇଂରାଜୀ କବି ଦିବଙ୍ଗତ ଜୟନ୍ତ ମହାପାତ୍ରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିବା ବେଳେ ବିଶିଷ୍ଟ କବି ଓ ଲେଖକମାନେ ତାଙ୍କୁ ଭାରତୀୟ ଇଂରାଜୀ କବିତା ଜଗତର ‘କିମ୍ବଦନ୍ତୀ’ ତଥା ‘ଆଲୋକ ବର୍ତିକା’ ଭାବେ ବର୍ଣ୍ଣନା କରିଛନ୍ତି ।!-->…
