୧ ହଜାର କୋଟି ଟପିଲା ବିରାଟ କୋହଲିଙ୍କ ସମ୍ପତ୍ତି
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ବିରାଟ କୋହଲଲି ଏବେ ବିଶ୍ୱର ଲୋକପ୍ରୀୟ ଖେଳାଳୀଙ୍କ ମଧ୍ୟରେ ଅନ୍ୟତମ । ଏହାସହ ରୋଜଗାର ମାମଲାରେ ବି ଏବେ ସମୟରେ ସେ ଅନ୍ୟ ଖେଳାଳୀଙ୍କ ତୁଳନାରେ ଆଗରେ ରହିଛନ୍ତି । ବିରାଟ କୋହଲିଙ୍କ ମୋଟ ସମ୍ପତ୍ତି ୧ହଜାର କୋଟି ପାର ହୋଇଛି ।
ଷ୍ଟକ ଗ୍ରୋ!-->!-->!-->…
