ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ
ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ପଥୁରୀ ଅଞ୍ଚଳରେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ମୁତାବକ, ପଥୁରୀ ଗ୍ରାମର ରବିନ ଦେହୁରୀ (୩୫) ଆଜି ଭୋରରୁ ମାଲିକ ଡାକିବାରୁ ଟ୍ରାକ୍ଟର ନେଇ କାର୍ଯ୍ୟ କରିବାକୁ ଯାଇଥିଲେ। ତେବେ କୌଣସି କାରଣବଶତଃ ରାସ୍ତାରେ!-->…
