ଭଦ୍ରକ ପୁରୁଣାବଜାରରେ ବିପୁଳ ପରିମାଣର ଜର୍ଦ୍ଦା ଜବତ
ଭଦ୍ରକ ସହରରେ ଦୀର୍ଘଦିନ ହେବେ ପୁରୁଣାବଜାର ଅଂଚଳ ନକଲି ଜର୍ଦାର ହବ ପାଲଟିଛି। ନକଲି ଜର୍ଦ୍ଦାକୁ ଯେତେଥର ପୁଲିସ ଜବତ କରୁଛି। ଅଧିକ ଲୋକ ଏଇ ବେଆଇନ କାର୍ଯ୍ୟରେ ସଂପୃକ୍ତ ରହିଛନ୍ତି। ଏହି ବେଆଇନ କାର୍ଯ୍ୟରେ କିନ୍ତୁ ମୂଳ ପ୍ରଚ୍ଛଦ ପଟରେ କିଏ ରହୁଛି ତାକୁ ଧରିବାର ସଫଳ ହେଉନାହିଁ ପୁଲିସ।!-->…
