ହାଇକୋର୍ଟରେ ବ୍ୟକ୍ତିଗତ ହାଜର ହୋଇ କ୍ଷମା ମାଗିଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ
ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ସରୋଜ କୁମାର ମିଶ୍ର ଆଜି ବ୍ୟକ୍ତିଗତ ହାଜର ହୋଇ ହାଇକୋର୍ଟଙ୍କୁ କ୍ଷମା ମାଗିଛନ୍ତି। ବ୍ୟକ୍ତିଗତ ହାଜର ହୋଇ ଅଦାଲତ ଅବମାନନା ପାଇଁ ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହାସହିତ ଆସନ୍ତା ଡିସେମ୍ବର ମାସ ପ୍ରଥମ ସପ୍ତାହ ସୁଦ୍ଧା!-->…
