ନଭେମ୍ବର ୨୧ରେ ବିଧାନସଭା ଉପବାଚସ୍ପତି ନିର୍ବାଚନ
ନଭେମ୍ବର ୨୧ ତାରିଖରେ ବିଧାନସଭା ଉପବାଚସ୍ପତି ନିର୍ବାଚନ । ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କରିଛନ୍ତି ବିଧାନସଭା ସଚିବ । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ ।
ନଭେମ୍ବର ୮ ତାରିଖରେ ଉପବାଚସ୍ପତି!-->!-->!-->…
