Odia News Portal

ଗୋଟିଏ ମୃତଦେହ ନେବା ପାଇଁ ଏକାଧିକ ଦାବିଦାର

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଟ୍ରାଜେଡି ପରେ ଏବେ ଜାରି ରହିଛି ମୃତଦେହ ହସ୍ତାନ୍ତର ପ୍ରକ୍ରିୟା। ଏମସ ସହ ଅନ୍ୟ ହସପିଟାଲରେ ସମ୍ପର୍କୀୟମାନେ ମୃତଦେହ ନେବାକୁ ଅପେକ୍ଷା କରିଛନ୍ତି। ପ୍ରଶାସନ ପକ୍ଷରୁ ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯାଉଥିଲେ ମଧ୍ୟ ଗୋଟିଏ ମୃତଦେହ ନେବା ପାଇଁ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢଉ ଚାଲିଥିବାର ଖବର ମିଳିଛି।ସେ ବର୍ତ୍ତମାନ ହେମଗିରି ଅଞ୍ଚଳ ପାଇଁ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଦାୟିତ୍ଵରେ ଥିଲେ।

୩୧ କିଲୋଗ୍ରାମ ଗଞ୍ଜେଇ ଜବତ: ୪ ଗିରଫ

ସମ୍ବଲପୁର ସହର ଗଞ୍ଜେଇ ଚୋରା ଚାଲାଣର ଏକ ପ୍ରମୁଖ ମାର୍ଗ ରୂପେ ଉଭା ହୋଇଥିବା ବେଳେ ଅବକାରୀ ବିଭାଗର ପାଟ୍ରୋଲିଂ ସମୟରେ ନିୟମିତ ଗଞ୍ଜେଇ ସମେତ ଦାମୀକିଆ କାର ଓ ଚାଲାଣକାରୀ ଧରାପଡୁଛନ୍ତି। ଏହି କ୍ରମରେ ରବିବାର ପାଟ୍ରୋଲିଂ ସମୟରେ ୨ଟି ସ୍ଥାନରୁ ଅବକାରୀ ବିଭାଗର ଦୁଇଟି ଦଳ ସମୁଦାୟ

ବିଜାପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଦୁଇ ଯବାନ ଗୁରୁତର

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ । ଏହି ବିସ୍ଫୋରଣରେ ଦୁଇ ଜଣ ସିଆରପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଯବାନଙ୍କୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ୮୫ ବାଟାଲିଅନର ସିଆରପିଏଫ୍‌ ଯବାନମାନେ ସୋମବାର ସକାଳେ

ଆଜିଯାଏଁ କେରଳ ଛୁଇନାହିଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ପ୍ରଚଣ୍ଡ ଖରା ଓ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ । ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଆଜି ମଧ୍ୟ ଏହା ୪୦ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛିା ତେବେ ଆଜିଯାଏଁ କେରଳ ଛୁଇନାହିଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପାଗ ଅନୁକୂଳ ଥିବାରୁ ଏହା

୨୦୦୪ରେ ହୋଇଥିଲା ବିଶ୍ବର ସବୁଠୁ ଭୟଙ୍କର ଟ୍ରେନ ଦୁର୍ଘଟଣା

ବାଲେଶ୍ବରର ବାହାନଗାରେ ଶୁକ୍ରବାର ସଂଧ୍ୟାରେ ହୋଇଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ଭାରତର ଅନ୍ୟତମ ବଡ଼ ରେଳ ଦୁର୍ଘଟଣା ଭାବେ ଗଣାଯାଉଛି । ତେବେ କାହାକୁ ବିଶ୍ବର ସବୁଠାରୁ ଭୟଙ୍କର ରେଳ ଦୁର୍ଘଟଣା କୁହାଯାଏ ? ବିଶ୍ବର ସବୁଠାରୁ ଭୟଙ୍କର ରେଳ ଦୁର୍ଘଟଣା ହୋଇଥିଲା ୨୦୦୪ରେ ଭାରତର ପଡ଼ୋଶୀ

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚି ସେଠାରୁ ଘଟଣାସ୍ଥଳକୁ ଯିବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ବଡ ଦୁର୍ଘଟଣାରେ ୨୬୧

ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଛତିଶଗଡ ମୁଖ୍ୟମନ୍ତ୍ରୀ  ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ

ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ସ୍ଥିତିର ସମୀକ୍ଷା କରିବା ସହ ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଳୁରୁ – ହାୱଡା ଏକ୍ସପ୍ରେସରେ ପଶ୍ଚିମବଙ୍ଗର ଅନେକ

ଭୟଙ୍କର ରେଳ ଦୁର୍ଘଟଣା, ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୨୮୮ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ତେବେ ଆଗକୁ ଏହି ସଂଖ୍ୟା ଆହୁରି ବଢ଼ିବ ବୋଲି କୁହାଯାଉଛି ।