ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଆସିବେ । ମୋଦୀ ପ୍ରଥମେ ବାଲେଶ୍ବର ଟ୍ରେନ୍ ଦୁର୍ଘଟଣାସ୍ଥଳ ଯିବେ ଓ ସେଠାରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୀକ୍ଷା କରିବେ । ଏହାପରେ ସେ ବାଲେଶ୍ବର ଓ କଟକ ହସ୍ପିଟାଲ ଯାଇ ଆହତଙ୍କୁ ଭେଟିବେ ବୋଲି ଜଣାପଡ଼ିଛି ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ!-->!-->!-->…
