ବଦଳିବ ଚିଲିକାର ରୂପ, ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ
ବଦଳିବ ଚିଲିକାର ରୂପ । ମୁହାଣ ଖୋଲିବ, ବଢ଼ିବ ମାଛ ସଂଖ୍ୟା । ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ । ଓଡ଼ିଶାର ଗର୍ବ ଚିଲିକା ହ୍ରଦର ସୁରକ୍ଷା ଓ ବିକାଶ ପାଇଁ ଏକ ବଡ଼ ଯୋଜନା ପ୍ରସ୍ତୁତ ହୋଇଛି । IIT ମାଡ୍ରାସ ସହାୟତାରେ ଏହି ନୂଆ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି । ଯାହାର…
