ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ: ୪୮,୭୮୩ ଜଣ ପାଇଲେ ରାଙ୍କ
ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଏହାପରେ!-->…
