ଛତିଶଗଡ ନିର୍ବାଚନ ପାଇଁ କଂଗ୍ରେସ ଜାରିକଲା ଘୋଷଣାପତ୍ର
ଛତିଶଗଡ ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସ ଓ ବିଜେପି ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳୁଛି । ବିଜେପି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଲୋଭନୀୟ ପ୍ରତିଶ୍ରୁତି ଦେଉଥିବା ବେଳେ କଂଗ୍ରେସ ତରଫରୁ ଆଜି ଭୋଟରଙ୍କ ପାଇଁ ଘୋଷଣା ପତ୍ର ଜାରି କରାଯାଇଛି । ଆସନ୍ତୁ ଜାଣିବା ଭୋଟରଙ୍କ ପାଇଁ ଛତିଶଗଡ!-->…
