ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଲ୍ ଓଭରବ୍ରିଜ୍
ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରଠାରେ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧ ଓ ୧୨ ତାରିଖରେ!-->!-->!-->…
