5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ
5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା!-->…
