ଗଜପତି ଜିଲ୍ଲାରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିସନ ଶକ୍ତି!-->…
