ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ମହଲରୁ ଶୁଭେଚ୍ଛା
୭୮ ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ବିଭିନ୍ନ ମହଲରୁ ନବୀନଙ୍କ ପ୍ରତି ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ନରେନ୍ଦ୍ର ମୋଦି।!-->…
