Odia News Portal

ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ପାଇଁ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ

ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ରାଜସ୍ଵ ,ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ନେତୃତ୍ଵରେ ମୁଣ୍ଡା ସମାଜର ଏକ ପ୍ରତିନିଧି ମଣ୍ଡଳ ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ପ୍ରସ୍ତାବକୁ ରାଜ୍ୟ…

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି । ଗତ କିଛିଦିନ ହେବ ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ ।ଡେଙ୍ଗୁ ଚିହ୍ନଟ ହେବା ପରେ…

ଏଏସଓ ପରୀକ୍ଷା ଅନିୟମିତତା ମାମଲା: ହାଇକୋର୍ଟରେ ରହିତାଦେଶ ବଳବତ୍ତର

ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରୁଚାଳିତ ଆସିଷ୍ଟାଣ୍ଟ୍ ସେକ୍ସନ ଅଫିସର (ଏଏସଓ) ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ସ୍ଥଗିତାଦେଶକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି । ଆବେଦନକାରୀ କବିତା ଜେନା ଓ ଅନ୍ୟ ଜଣଙ୍କ ପକ୍ଷରୁ ଆଗତ ମାମଲାର…

୮୨.୪ କେଜି ଗଂଜେଇ ଜବତ

ଗଞ୍ଜେଇ ଚାଲାଣ ବେଳେ ଜବତ ହୋଇଛି ୮୨ କେଜି ୪୦୦ ଗ୍ରାମ ଗଞ୍ଜେଇ ଜ୍ଝ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପଦ୍ମପୁର ରାସ୍ତାରେ ପୋଲିସର ଚେକିଂ ସମୟରେ ଏକ ଡାଲା ଅଟୋକୁ ଯାଞ୍ଚ କରାଯାଇଥିବା ବେଳେ ଏହି ଗଂଜେଇ ଜବତ ହୋଇଛି ଜ୍ଝ ଏକ ଡାଲା ଅଟୋରେ ଗଞ୍ଜେଇ ଚାଲାଣ ନେଇ ପୋଲିସ ପୂର୍ବରୁ ସୂଚନା ପାଇଥିଲା …

ସ୍ଥଗିତ ହେଲା ବସ୍ ଧର୍ମଘଟ

ଆସନ୍ତା ୧୦ ତାରିଖରେ ଦିଆଯାଇଥିବା ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ ସ୍ଥଗିତ ରହିଛି। ବସ୍‌ ଧର୍ମଘଟ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ। ଅକ୍ଟୋବର ୩୧ ଯାଏଁ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍‌ ମାଲିକ…

ଶିମିଳିପାଳ ଅଭୟାରଣ୍ୟରେ ନିର୍ଭୟରେ ବୁଲୁଛି ମହାବଳ

ବନ୍ୟ ଜନ୍ତୁ ପ୍ରେମୀଙ୍କ ପାଇଁ ଆସିଛି ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ବୁଲୁଥିବାର ଭିଡିଓ ସେୟାର କରିଛି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ। ଅଭୟାରଣ୍ୟ କର୍ତ୍ତୃପକ୍ଷ ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଏହି ଭିଡିଓକୁ ସେୟାର କରିଛନ୍ତି । ଏହି ଭିଡିଓରେ…

୫ ରାଜ୍ୟରେ ବାଜିଲା ନିର୍ବାଚନୀ ବିଗୁଲ

ବାଜିଲା ନିର୍ବାଚନୀ ବିଗୁଲ୍। ଘୋଷଣା ହେଲା ୫ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୭ରୁ ମତଦାନ ଆରମ୍ଭ। ବିଭିନ୍ନ ପର୍ୟ୍ୟାୟରେ ହେବ ମତଦାନ। ଡିସେମ୍ବର ୩ରେ ଭୋଟ୍ ଗଣତି। ଆଜି ସାମ୍ୱାଦିକ ସମ୍ମିଳନୀରେ ତାରିଖ ଘୋଷଣା କରିଛନ୍ତି ଇଲେକ୍ସନ୍ କମିଶନ ରାଜିବ କୁମାର। ଛତିଶଗଡ଼କୁ ଛାଡ଼ି…

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା, ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାକୁ ପୂରିଛି ତିନି ବର୍ଷ । ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି ମିଳିବ। ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର, ନିମାପଡା କୁ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ ଜଳ ଯୋଗାଣ । ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ…