Odia News Portal

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର ଜାତୀୟ…

ବାହାନଗା ଟ୍ରେନ ଟ୍ରାଜେଡ଼ି ଘଟଣା, ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର

ବାହାନଗା ଟ୍ରେନ ଟ୍ରାଜେଡି ଘଟଣା । ଚିହ୍ନଟ ହୋଇ ନଥିବା ୨୮ ଡେଡ୍ ବଡି ହେବ ଡିସପୋଜ । ଅନ୍ତିମ ସଂସ୍କାର କରିବ ଭୁବନେଶ୍ଵର ମହାନଗର ନିଗମ । DNA ଟେଷ୍ଟ ପରେ ମଧ୍ୟ ଚିହ୍ନଟ ହୋଇ ନ ପାରିବାରୁ AIIMS ଭୁବନେଶ୍ଵରରେ ପଡ଼ି ରହିଛି ଏସବୁ ମୃତ ଶରୀର । ବଡ଼ି ଡିସପୋଜ ପାଇଁ ଅଗଷ୍ଟ ୨୫ରେ CBI…

ଆସନ୍ତା ୧୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ

ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବ ନାହିଁ ଘରୋଇ ବସ। ସକାଳ ୬ଟାରୁ ଗଡିବ ନାହିଁ ବୋଲି କୌଣସି ବସ । ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଅଲ ଓଡିଶା ବସ୍ ମାଲିକ ସଂଘର ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି। ଗତ୨୭ ତାରିଖରେ ମଧ୍ୟ…

ବାଦାମବାଡ଼ି ରେ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ ଓ ରିଡିଂ ହଲ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା…

ପାର୍ବଣରେ ସିଏମସି ଅଞ୍ଚଳରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ…

ତାମିଲନାଡୁ, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ରିଲିଜ୍ ‘ପୁଷ୍କରା’

ରାଜ୍ୟରେ ସିନେ ପ୍ରେମୀମାନେ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’କୁ ବହୁତ ପସନ୍ଦ କରିଛନ୍ତି। ତରଙ୍ଗ ସିନେ ପ୍ରଡକ୍ସନ୍ସ ଦ୍ୱାରା ନିର୍ମିତ ‘ପୁଷ୍କରା’ ଗଣେଶ ପୂଜାରେ ରିଲିଜ ହୋଇଥିବା ବେଳେ ଏବେ ବି ସିନେମା ହଲ୍‌ରେ ହାଉସ୍‌ଫୁଲ୍‌ରେ ଚାଲିଛି।ଆଜି ‘ପୁଷ୍କରା’ର ସଫଳତାରେ ଯୋଡ଼ି ହୋଇଛି ଆଉ ଏକ…

ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ରାଜଧାନୀରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ଆଉ ପାଦେ ଆଗେଇଛି। ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ମେଟ୍ରୋ ରେଲ୍ ଡିପିଆରକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି…

ଏଥର ଦୁର୍ଗାପୂଜାରେ ଶିମିଳିପାଳରେ ଜମିବ ପିକନିକ୍ ମଜା

ପାର୍ବଣରେ ଶିମିଳିପାଳର ମନମୁଗ୍ଧକର ପରିବେଶରେ ସମୟ ବିତାଇବାକୁ ପର୍ଯ୍ୟଟକଙ୍କୁ ମିଳିବ ସୁଯୋଗ । କାରଣ ଆସନ୍ତା ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ନଭେମ୍ବର ବଦଳରେ ଚଳିତବର୍ଷ ଆଗୁଆ ଖୋଲିବାକୁ ଯାଉଛି ଅଭୟାରଣ୍ୟ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ…

ଆଇଏଏସ୍ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କୁ ନୂଆ ଦାୟିତ୍ବ

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ଶାସନ ସଚିବ। ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ଭାସ୍କର ଜ୍ୟୋତି ଶର୍ମା ଲ୍ୟାଣ୍ଡ ରେକର୍ଡ ଓ ସେଟଲମେଣ୍ଟ କମିଶନର ଓ ବି…

ମୋବାଇଲ ଟ୍ରାକିଂ କରିବ ବନ କର୍ମଚାରୀ

ସାବଧାନ ଶିକାରୀ । ଏଥର ସାବାଡ ହେବେ ଶିକାରୀ । କାରଣ ମୋବାଇଲ ଟ୍ରାକିଂ କରିବ ବନ କର୍ମଚାରୀ । ଶିକାରୀ ଓ ସନ୍ଦିଗ୍ଧଙ୍କ ମୋବାଇଲ ଟ୍ରାକିଂ କରିପାରିବେ ବନ କର୍ମଚାରୀ । ଲୋକେସନ୍ ଟ୍ରାକ୍ ସହ କଲ୍ ଡିଟେଲ୍ସ୍ ମଧ୍ୟ ଯାଂଚ କରିବାକୁ ଅନୁମତି ଶିକାରୀ ଦମନ ପାଇଁ କର୍ମଚାରୀଙ୍କୁ ଗୁଳି ଚାଳନା…