Odia News Portal

ଆଜି ମହାପ୍ରଭୁଙ୍କ ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ମହାପ୍ରଭୁଙ୍କ ବନକଲାଗି ଦେଢ଼ ମାସ ବନ୍ଦ ରହିବା ପରେ ଗୁରୁବାର ଅନୁଷ୍ଠିତ ହେବ। ଗୁରୁବାର ଆଶ୍ବିନ-କୃଷ୍ଣ ଷଷ୍ଠୀ ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି ଚୂଡ଼ାନ୍ତ ହୋଇଛି। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ…

ରାସ୍ତାରେ ଶୁଖାଯାଇଥିବା ବାଣଗଦାରେ ଚଢ଼ିଗଲା କାର୍: ଡାକ୍ତର ଆହତ, ଗାଡ଼ି କ୍ଷତିଗ୍ରସ୍ତ

କେନ୍ଦ୍ରାପଡ଼ା ଜିଲ୍ଲା ଭରତପୁର ପଞ୍ଚାୟତ ଖଣ୍ଡିଆବବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତାରେ ଶୁଖା ଯାଇଥିବା ବାଣଗଦାରେ ଚଢ଼ି କାର୍ ଛିନଛତ୍ର। ଗାଡ଼ି ଚଳାଉଥିବା ଡାକ୍ତର ଆହତ ହୋଇଥିବା ଜଣାଯାଇଛି। ବାଣ ବିସ୍ଫୋରଣରେ ଡାକ୍ତର ଅଳ୍ପରେ ବର୍ତ୍ତିଯାଇଛନ୍ତି। ରାସ୍ତାରେ ବାଣ…

୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି । ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ…

ସିକିମ ପ୍ରଳୟଙ୍କରୀ ବନ୍ୟାରେ ଓଡ଼ିଆ ଯବାନ ନିଖୋଜ

ବାଦଲଫଟା ବର୍ଷାରେ ସିକିମରେ ସୃଷ୍ଟି ହୋଇଛି ପ୍ରଳୟଙ୍କରୀ ବନ୍ୟା। ସିକିମର ଏହି ପ୍ରଳୟଙ୍କରୀ ବନ୍ୟାରେ ଭାସିଯାଇଥିଲେ ୨୩ ଯବାନ। ଜଣେ ଯବାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨୨ ଜଣ ଏବେ ବି ନିଖୋଜ ଅଛନ୍ତି। ଏହି ନିଖୋଜ ଯବାନଙ୍କ ମଧ୍ୟରେ ଜଣେ ଓଡ଼ିଶାର ଥିବା ସୂଚନା ରହିଛି। ନିଖୋଜ ଓଡ଼ିଶା…

ଏସିଆଡ଼ରେ ଓଡ଼ିଆ ପୁଅ କିଶୋରଙ୍କୁ ରୌପ୍ୟ

ଓଡ଼ିଆ ପୁଅ କିଶୋର କୁମାର ଜେନା ଇତିହାସ ରଚିଛନ୍ତି  । ଏସିଆଡ଼ରେ କିଶୋର ରୌପ୍ୟ ପଦକ ହାସଲ କରିଛନ୍ତି  । ଯାହାକି ସାରା ଓଡ଼ିଶାରେ ଖୁସିର ଲହରୀ ଖେଳାଇ ଦେଇଛି  । ଜାଭେଲିନ ଥ୍ରୋରେ ସେ ୮୭.୫୪ ମିଟର ଫିଙ୍ଗ୍‌ି ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ  । ଅପରପକ୍ଷରେ ନୀରଜ ଚୋପ୍ରା ୮୮.୮୮ ମିଟରରେ…

ଆସନ୍ତା କାଲି 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତା କାଲି ଅର୍ଥାତ୍ ଗୁରୁବାର ଦିନ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବନକଲାଗି ନୀତି । ଏ ନେଇ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ମହାପ୍ରଭୁଙ୍କର ଗୁପ୍ତନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଗୁପ୍ତ ନୀତି ହେବ । ଅପରାହ୍ନ 5 ଘଟିକାରୁ ରାତ୍ର 9…

ମନି ଲଣ୍ଡରିଂ ମାମଲାରେ ବଲିଉଡ୍ ଅଭିନେତା ରଣବୀର କପୁରଙ୍କୁ ଇଡି ପକ୍ଷରୁ ସମନ

ଅନଲାଇନ ବେଟିଂ ଆପ୍ ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ବଲିଉଡ୍ ଅଭିନେତା ରଣବୀର କପୁରଙ୍କୁ ଇଡି ପକ୍ଷରୁ ସମନ ଜାରି ହୋଇଛି । ଅକ୍ଟୋବର ୬ରେ ଜେରା ପାଇଁ ରଣବୀରଙ୍କୁ ଡାକିଛି ଏହି କେନ୍ଦ୍ରୀୟ ସଂସ୍ଥା । ରଣବୀର ‘ମହାଦେବ’ ନାମକ ଅନଲାଇନ ବେଟିଂ ଆପ୍ ପାଇଁ ବିଜ୍ଞାପନ କରିଥିଲେ | ଏଥିପାଇଁ…

ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ…

ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ

ମାନସ ମଙ୍ଗରାଜକୁ ନୂଆ ଦାୟିତ୍ୱ । ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟସଭାରେ ବିଜୁ ଜନତା ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମାନସ ମଙ୍ଗରାଜ ।

ବଢ଼ୁଛି ବୈତରଣୀ ଏବଂ ଜଳକା ନଦୀର ଜଳସ୍ତର

ବଢୁଛି ବୈତରଣୀ ନଦୀର ଜଳସ୍ତର । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢୁଛି ବୈତରଣୀ ନଦୀର ଜଳସ୍ତର । ଭଦ୍ରକ ଆଖୁଆପଦା ଆନିକଟ ନିକଟରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଳସ୍ତର । ନଦୀର ବିପଦ ସଂକେତ ୧୭ ଦଶମିକ ୮୩ ମିଟର ଥିବା ବେଳେ ଏବେ ୧୭ ଦଶମିକ ୯୧ ମିଟର ଉପରେ ବନ୍ୟାଜଳ…