ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ସମୟସୀମା ଅଗଷ୍ଟ ୧୫କୁ ବୃଦ୍ଧି
ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ଆଜି ଆବେଦନର ଥିଲା ଶେଷ ତାରିଖ। କିନ୍ତୁ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରଖାଯାଇଛି।
ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା!-->!-->!-->…
