ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ
ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ତୁଷୁରାରେ ଥିବା ମାଆ ସମଲେଶ୍ବରୀଙ୍କ ମନ୍ଦିରକୁ ଯାଇ ଦର୍ଶନ ସହିତ ମନ୍ଦିରର ବିକଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଖୁବଶୀଘ୍ର ବଦଳିବ ତୁଷୁରାର ମାଆ ସମଲେଶ୍ବରୀଙ୍କ ମନ୍ଦିରର ରୂପରେଖ । ମାଆଙ୍କ ଦର୍ଶନ!-->…
