Tejas Mk-1A ଲଢ଼ୁଆ ବିମାନର ପ୍ରଥମ ଉଡ଼ାଣ ସଫଳ
ଭାରତର ସ୍ବଦେଶୀ ଲଢୁଆ ବିମାନ ତେଜସ୍ ନାସିକ ହାଲ୍ କାରଖାନାରେ ନିର୍ମିତ ହୋଇଛି । Tejas Mk-1A ଲଢ଼ୁଆ ବିମାନର ଲୋକାର୍ପଣ ଏବଂ ଏହାର ସଫଳ ଉଡ଼ାଣ ହୋଇଛି । ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେଇଛନ୍ତି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତାର ଏହା ଏକ…
