ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ; ଘରୋଇ ହସ୍ପିଟାଲରେ ଭର୍ତ୍ତି
ଓଡିଆ ସଙ୍ଗୀତ ଜଗତର ସୁନାମ ଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏବେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଓଡିଆ ସିନେ ଇଣ୍ଡଷ୍ଟ୍ରିର କଳାକାର ଏବଂ ଅନ୍ୟ ବ୍ୟକ୍ତିବିଶେଷ ଭେଟିଛନ୍ତି। ଏହାସହ ପ୍ରଣବଙ୍କ ଆସୁ କାମନା କରିଛନ୍ତି!-->…
