ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ
ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀଯୁକ୍ତ ଦାମୋଦର ରଥଙ୍କ ନିର୍ଦ୍ଧେଶକ୍ରମେ ଏକ ଆଇନ ସଚେତନତା ସଭା ଗ୍ରାମ ମଙ୍ଗଳ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଢିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତୀ!-->…
