Odia News Portal

ପ୍ରତାପ ସାମଲଙ୍କ ୧୧ କୋଟିର ସମ୍ପତ୍ତି ଆଟାଚ୍ କଲା ଇଡି

ପ୍ରତାପ ସାମଲଙ୍କ ୧୧ କୋଟିର ସମ୍ପତ୍ତି ଆଟାଚ୍ କଲା ଇଡି । ଓଡିଶା ପୋଲିସ ଗୃହ ନିର୍ମାଣ ନିଗମ ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପ । ୧୧ କୋଟି ୩୫ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଥିବା ସୂଚନା । ପୂର୍ବରୁ ପ୍ରତାପଙ୍କ ଘରେ ରେଡ୍ କରି ୧୪ କୋଟିର ସମ୍ପତ୍ତି ପାଇଥିଲା

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲ୍ଲା ପିପିଲି ଥାନା ସାନକଣ୍ଟି ଗ୍ରାମରେ। ବାପା ହୃଷିକେଶ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ତାଙ୍କର ବୟସ ୬୦ ବର୍ଷ ହେବ ବୋଲି କୁହାଯାଉଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ପୁଅ ଜିତୁର ହୃଷିକେଶ

ଗ୍ରାମାଞ୍ଚଳରେ ଦୈନିକ ହାରାହାରି ବିଦ୍ୟୁତ୍‌ ଯୋଗାଣ ଅବଧି ବୃଦ୍ଧି ପାଇଛି:ଶକ୍ତି ମନ୍ତ୍ରୀ

ରାଜ୍ୟର ଗ୍ରାମାଞ୍ଚଳରେ ଦୈନିକ ହାରାହାରି ବିଦ୍ୟୁତ୍‌ ଯୋଗାଣ ଅବଧି ୨୦୧୮-୧୯ରେ ୨୦.୧୩ ଘଣ୍ଟାରୁ ୨୦୨୧-୨୨ରେ ୨୩.୨୨ ଘଣ୍ଟାକୁ ବୃଦ୍ଧି ପାଇଛି। ଯାହାକି ଜାତୀୟ ସ୍ତର ଦୈନିକ ୨୦.୫୩ ଘଣ୍ଟାଠାରୁ ଅଧିକ ଓ ଏଥିପାଇଁ କେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ୧୭

୧.୮ କୋଟିର ଅନଲାଇନ ଠକେଇ, ୨ ଗିରଫ

ଦିଲ୍ଲୀ ପୁଲିସ ଅନ୍‌ଲାଇନ ଠକେଇ ମାମଲାରେ ମଙ୍ଗଳବାର ଦୁଇଜଣ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି । ଇନ୍‌ଷ୍ଟାଗ୍ରାମରେ ଗୁରୁଗ୍ରାମ ବାସିନ୍ଦା ଜଣେ ମହିଳାଙ୍କ ସହ ବନ୍ଧୁତା ସ୍ଥାପନ କରିବାପରେ ଦୁଇ ଅଭିଯୁକ୍ତ ତାଙ୍କଠାରୁ ୧.୮ କୋଟି ଟଙ୍କା ଲୁଟି ନେଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରୁ

ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ 

ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ଏହା ଭିତରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି । କ୍ରୀଡା ପାଇଁ

ଜ୍ଞାନବାପୀ ମସଜିଦ୍ ମାମଲାରେ ହାଇକୋର୍ଟରୁ ମୁସଲିମ୍ ପକ୍ଷଙ୍କୁ ଝଟକା

ଉତ୍ତର ପ୍ରଦେଶ ବାରଣାସୀରେ ଥିବା ଜ୍ଞାନବାପୀ ମସଜିଦ ମାମଲାରେ ଆହ୍ଲାବାଦ ହାଇକୋର୍ଟ ମୁସଲିମ୍ ପକ୍ଷ ଆବେଦନକୁ ଖାରଜ କରିଦେଇଛନ୍ତି । ବାରଣାସୀ ଅଦାଲତରେ ଶୃଙ୍ଗାର ଗୌରୀଙ୍କ ନିୟମିତ ପୂଜା ମାମଲା ଜାରି ରହିବ । ଆହ୍ଲାବାଦ ହାଇକୋର୍ଟ ବାରଣାସୀ ଜିଲ୍ଲା ଜର୍ଜ ସେପ୍ଟେମ୍ବର ୧୨ ତାରିଖରେ ଦେଇଥିବା

ଜୁନ୍ ୬ରେ ଲଘୁଚାପ ଆଶଙ୍କା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୁନ୍‌‌ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ପ୍ରବାହିତ ହେବାକୁ ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ। ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ

ଭିଜିଲାନ୍ସ ହାତରେ ଧରାପଡ଼ିଲେ ସିନିଅର ଆସିଣ୍ଟାଣ୍ଟ

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖଡିଆଳ ଡିଏଫଓ ଅଫିସର ସିନିଅର ଆସିଣ୍ଟାଣ୍ଟ ସଂଜୟ କୁମାର ବାଗ ସୂଚନା ଅନୁଯାୟୀ, ୨୦୨୨ ମସିହାରେ ସ୍ବେଚ୍ଛାକୃତ ଅବସର ପରେ ବିନୋଦିନୀ କୈବର୍ତ୍ତଙ୍କ ପେନସନ ପେପର କରିବା ପାଇଁ ସଂଜୟ କୁମାର ବାଗ ୨୦ ହଜାର ଟଙ୍କା

ପ୍ରତିରକ୍ଷା ସାମଗ୍ରୀ ରପ୍ତାନୀ ୧୬ ହଜାର କୋଟି ଛୁଇଁଲା

୨୦୨୨-୨୩ ଆର୍ôଥକବର୍ଷରେ ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନୀ କାରବାର ୧୬,୦୦୦ କୋଟି ଟଙ୍କାରେ ପହଞ୍ଚିଥିବା ଜଣାପଡିଛି । ଏହା ସର୍ବକାଳୀନ ରେକର୍ଡ ବୋଲି କୁହାଯାଇଛି । ୨୦୧୩-୧୪ ଆର୍ôଥକବର୍ଷରେ ଏହି ପରିମାଣ ମାତ୍ର ୬୮୬ କୋଟି ରହିଥିବାବେଳେ ଏଥିରେ ୨୩ ଗୁଣା ବୃଦ୍ଧି ଘଟିଛି । ଭାରତ

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ ରହିଛି। ବାଣିଜ୍ୟରେ ୮୧ ଦଶମିକ ୧୨ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଆଜି ଭୁବନେଶ୍ୱରର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ