ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନା ଆରମ୍ଭ, ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ
ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ । ଗତକାଲି ହୋଇଥିବା କ୍ୟାବିନେଟ୍ ବୈଠକରେ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଗ୍ରାମାଂଚଳର ବିକାଶ ପାଇଁ ହାତ ଖୋଲା କରିଦେଇଛନ୍ତି ସରକାର । ଏକ ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଘୋଷଣା କରାଯାଇଛି । ଏହି ଯୋଜନାରେ ଚଳିତ ଆର୍ଥିକ ବର୍ଷରେ ୪!-->…
