ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର
କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଲେ ଗୋବିନ୍ଦପୁରର ଗିରିଧାରୀ ମଲ୍ଲିକଙ୍କ ଦୁଇ ଝିଅ!-->…
