Odia News Portal

ମରାମତି ହେବ ରତ୍ନ ପଲଙ୍କ

ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ । ଗୁରୁତ୍ୱପୂର୍ଣ୍ଣ ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ସୂଚନା । ସିଂହଦ୍ୱାର ରୂପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି । ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି ନିଆଯାଇଛି । ରୁପା ଛାଉଣୀ

ଆଉ ୨ ଚିତା ଶାବକଙ୍କ ମୃତ୍ୟୁ

ମଧ୍ୟପ୍ରଦେଶ କୁନୋ ନ୍ୟାସନାଲ ପାର୍କରେ ୨ ଚିତା ଶାବକଙ୍କ ମୃତ୍ୟୁ । ଦୁଇ ଚିତା ଶାବକ ଦୁର୍ବଳ ହୋଇଥିବାର ଚିକିତ୍ସାଧୀନ ଥିଲେ । ନ୍ୟାସନାଲ ପାର୍କରେ ଚିତା ଶାବକଙ୍କ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ମାର୍ଚ୍ଚ ୨୪ରେ ୪ଟି ଚିତା ଛୁଆ ଜନ୍ମ ହୋଇଥିଲେ । ଦକ୍ଷିଣ ଆଫ୍ରିକାର ଜଣେ ବଣ୍ୟଜନ୍ତୁ

ବିଧାନସଭା ପରିସରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧଦିବସ ପାଳିତ  

ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ୪୯ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ବିଧାନସଭା ପରିସରସ୍ଥିତ ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି

ସ୍ୱପ୍ନରେ ଏହି ୪ଟି ପଶୁ-ପକ୍ଷୀ

ଭବିଷ୍ୟତ ବିଷୟରେ ଜାଣିବାକୁ ସମସ୍ତଙ୍କର ଇଚ୍ଛା ଥାଏ। ଏହାର ଅନେକ ମାଧ୍ୟମ ବି ଅଛି। କିଛି ସଙ୍କେତ ମାଧ୍ୟମରେ ଭବିଷ୍ୟତରେ ଘଟିବାକୁ ଯାଉଥିବା ଶୁଭ-ଅଶୁଭର ଘଟଣା ବିଷୟରେ ଅନୁମାନ କରାଯାଇପାରିବ। ଏଥି ମଧ୍ୟରୁ ଗୋଟିଏ ସ୍ୱପ୍ନ । ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସ୍ୱପ୍ନକୁ ବିସ୍ତୃତ ଭାବରେ

୨୬ରେ ଦିଲ୍ଲୀ ଯିବେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ନୂଆଦିଲ୍ଲୀରେ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ନିତି ଆୟୋଗ ବୈଠକରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖ ଅପରାହ୍ନରେ ଦିଲ୍ଲୀ

ଆସନ୍ତା ଶିକ୍ଷାବର୍ଷରୁ କଲେଜ ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ

ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ ଏବଂ ଓ୍ବାନ ଜିବି ଡାଟା ମିଳିବ ବୋଲି ସମୀକ୍ଷା ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏହା ଘୋଷଣା କରିଛନ୍ତି। ମାଗଣା ଓ୍ବାନ୍‌ ଜିବି ଡାଟା ଯୋଗାଇବା ପାଇଁ ଇଲୋକ୍ଟ୍ରୋନିକ୍ସ

ସଡ଼କ ଦୁର୍ଘଟଣାରେ ଟିଭି ଅଭିନେତ୍ରୀ ବୈଭବୀ ଉପାଧ୍ୟାୟଙ୍କ ମୃତ୍ୟୁ

ହିମାଚଳ ପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଟିଭି ସିରିଏଲ “ସାରାଭାଇ ଭର୍ସେଜ୍ ସାରାଭାଇ” ର ଅଭିନେତ୍ରୀ ବୈଭବୀ ଉପାଧ୍ୟାୟଙ୍କ ମୃତ୍ୟୁ ହୋଇଛି । ବୁଧବାର ପୋଲିସ ଏହି ସୂଚନା ଦେଇଛି। କୁଲୁ ଜିଲ୍ଲାର ବଞ୍ଜର ଅଞ୍ଚଳରେ ସୋମବାର ଏହି ଦୁର୍ଘଟଣା ଘଟିଥିଲା । ୩୨ ବର୍ଷୀୟା ବୈଭବୀ ତାଙ୍କ

୨୭ରେ ଦିଲ୍ଲୀରେ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୨୭ ତାରିଖରେ ନୀତି ଆୟୋଗ ବୈଠକ ଦିଲ୍ଲୀରେ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେବେ । ଏଥର ମଧ୍ୟ ନୀତି ଆୟୋଗ ବୈଠକରେ ଓଡ଼ିଶା ପାଇଁ ରାଜ୍ୟ ପାହ୍ୟା ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ। ଏଥିସହ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ

ଏଣିକି ପ୍ରତି ପଞ୍ଚାୟତରେ ଚାଲିବ ମୋ ବସ୍

ଏଣିକି ଗ୍ରାମାଞ୍ଚଳରେ ମଧ୍ୟ ଚାଲିବ ‘ମୋ ବସ୍’ । ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ପରିବହନ ସୁବିଧା ମିଳିବ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ ଟି ଜିଲ୍ଲା – କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି,କଳାହାଣ୍ଡି ଓ

ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨

ଦକ୍ଷିଣ ଓଡ଼ିଶାରେ ଲୋକଙ୍କ ବିକାଶକୁ ମିଳିବ ଗତି। ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨। ପ୍ରଗତି ପଥରେ ଆହୁରି ଆଗକୁ ବଢିବ ଦକ୍ଷିଣ ଓଡ଼ିଶା। ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଯୋଡିବ ଜୟପୁର ସହ । ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଖର୍ଚ୍ଚ ହେବ