Odia News Portal

ହାଇକୋର୍ଟରେ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କ ଗିରଫଦାରୀ ଉପରେ ହାଇକୋର୍ଟ ଆଜି ରୋକ ଲଗାଇଛନ୍ତି । ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍ କୋର୍ଟ ବିଦ୍ୟାଭାରତୀଙ୍କ ନାମରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି କରିଥିବା ବେଳେ ସେ ଫେରାର ଥିଲେ । ହେଲେ ବିଦ୍ୟାଭାରତୀ

ଦୁଇଟି ଘରୋଇ ବସ୍‌ ମୁହାଁମୁହିଁ ଧକ୍କା ,୧୫ ଆହତ

ଦୁଇଟି ଘରୋଇ ବସ୍‌ ମୁହାଁମୁହିଁ ଧକ୍କା । ଡ୍ରାଇଭର ସମେତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ବାଲେଶ୍ୱର ଜିଲ୍ଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଛି । ବୁଧବାର ସକାଳ ସମୟରେ ବାଲେଶ୍ୱର ତାମୁଳିଆ ଓଭରବ୍ରିଜ୍‌ ନିକଟରେ ଦୁଇଟି ଘରୋଇ ବସ୍‌

ଆଜିଠୁ ଧବଳେଶ୍ୱରକୁ ଖୋଲିବ କଂକ୍ରିଟ ସେତୁ

ଆଜିଠୁ ଧବଳେଶ୍ୱରକୁ ଖୋଲିବ କଂକ୍ରିଟ ସେତୁ। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରୁ ପୀଠକୁ ଯାତାୟତ ପାଇଁ ଏହି କଂକ୍ରିଟ ସେତୁ ନିର୍ମାଣ କରାଯାଇଛି। ଫଳରେ ପୀଠକୁ ଯିବା ଆସିବା ନେଇ ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପ୍ରଥମେ ଝୁଲା ପୋଲ ବିପଦସଙ୍କୁଳ ହେବାରୁ ପୀଠକୁ

 ଆଜିଠୁ ୫ ଦିନ ବର୍ଷିବ

ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର

ସ୍ୱାମୀର କୋଦାଳ ମାଡରେ ସ୍ତ୍ରୀ ମୃତ

ପାରିବାରିକ କଲହରୁ ସ୍ବୀ କୁ ହତ୍ୟା କଲା ଜହ୍ଲାଦ ସ୍ୱାମୀ.. ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଟିକ୍ରାପଡା ଫାଣ୍ଡି ଝରବାହାଲି ଗାଁରେ…. ସ୍ୱାମୀର ଫାଉଡ଼ା ମାଡ଼ରେ ସ୍ତ୍ରୀ ମୃତ..ସୂଚନା ଅନୁଯାଇ ଆଜି ସକାଳୁ ଲମ୍ବୋଦର ନାଏକ ଙ୍କ ସ୍ତ୍ରୀ ବବି କଅଁର ତାଙ୍କ

ପୁଣି ଅଶାନ୍ତ ହେଲା ବିଜେବି କଲେଜ

ପୁଣି ଅଶାନ୍ତ ହେଲା ବିଜେବି କଲେଜ । ମୁହାଁମୁହିଁ ହେଲେ ଦୁଇ ଗୋଷ୍ଠୀ । ନିଜ ଗୋଷ୍ଠୀରେ ସାମିଲ କରିବାକୁ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ମାଡ ମାରିଥିବା ଅଭିଯୋଗ ହୋଇଛି । ଏହି ମାମଲା ଥାନାରେ ପହଞ୍ଚିଛି । ୩ ଜଣ ଛାତ୍ରଙ୍କୁ କିଛି ବିଜୁ ଜନତା ଦଳର ଛାତ୍ର ଓ ଅଣଛାତ୍ର ମିଶି ଅଟକ ରଖିଥିବା

ଦେଢ ମାସର ଝିଅକୁ ହତ୍ୟା କଲା ମାଆ

ଦେଢ ମାସର ଶିଶୁକନ୍ୟାର ତଣ୍ଟି ଚିପି ହତ୍ୟା କଲା ମାଆ । ଆଳି ଥାନା ପଦନୀପାଳ ଗାଁରେ ଝିଅକୁ ମାରିଦେବା ଅଭିଯୋଗ ହୋଇଛି । ଜେଜେମାଆ ଅଭିଯୋଗ ଆଧାରରେ ମାଆକୁ ଥାନାରେ ଅଟକ ରଖାଯାଇଛି ।

ଦୁର୍ଘଟଣାର ଶିକାର ହେଲେ କିଙ୍ଗ ଖାନ୍

ଦୁର୍ଘଟଣାର ଶିକାର ହୋଇଛନ୍ତି କିଙ୍ଗ ଖାନ୍ । ଆମେରିକାର ଲସ ଆଞ୍ଜେଲିସରେ ଶାହରୁଖ ଖାନ୍ ନିଜର ଆଗାମୀ ଫିଲ୍ମର ଶୁଟିଂ ବେଳେ ନାକରେ ଆଘାତ ଲାଗିଛି । ଯେଉଁ କାରଣରୁ ନାକରୁ ପ୍ରବଳ ରକ୍ତସ୍ରାବ ହୋଇଛି । ଆହତ ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ନାକରୁ ପ୍ରବଳ ରକ୍ତସ୍ରାବ ରୋକିବା

କଳାହାଣ୍ଡି ଜିଲ୍ଲା ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ

କଳାହାଣ୍ଡି ଜିଲ୍ଲା ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂହଦେଓ ଜିଲ୍ଲା ବିଜେଡି ସଭାପତି ହୋଇଛନ୍ତି । କାର୍ଯ୍ୟକାରୀ ସଭାପତି ଭାବେ ହୋଇଛନ୍ତି ଦିବ୍ୟଶଙ୍କର ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି । ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପୁରୁଷ ବନ୍ଧୁ ଫେରାର

ଜଟଣୀ ଥାନା ଅନ୍ତର୍ଗତ ସୀତାରାମ ଛକ ସ୍ଥିତ କାହ୍ନା ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଯୁବତୀ ହେଲେ ରଶ୍ମିତା ଜେନା। ତେବେ ଗତକାଲି ଅପରାହ୍ନରେ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁ ସ୍ମୃତିରଞ୍ଜନ ଜେନା ହୋଟେଲ ବୁକ୍‌ କରି ରହିଥିଲେ। ରାତି ୧୦ଟା ସମୟରେ