କେନ୍ଦୁପତ୍ର ହିତାଧିକାରୀଙ୍କୁ ୫୬ କୋଟି ଟଙ୍କାର ବୋନସ୍
ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ୟ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍ ଓ!-->…
