ବାଂଲାଦେଶ ଉପରେ ମୋକାର ପଡ଼ିବ ପ୍ରଭାବ, ଓଡ଼ିଶାରେ ବଢ଼ିବ ତାତି
ଭୀଷଣ ବାତ୍ୟା ‘ମୋକା’ ଯାହାକି ଶନିବାର ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୯୦ କିମି ଦୂରରେ ରହିଥିଲା ତାହା ଉତର ପୂର୍ବ ଦିଗରେ ବାଂଲାଦେଶ ଆଡକୁ ମୁହାଁଇବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ରବିବାର!-->…
