୧୧ କେଭି ବିଦ୍ୟୁତ ତାର ଛିଡିପଡିବାରୁ ୬ କାଉଡିଆ ଭକ୍ତଙ୍କ ମୃତ୍ୟୁ, ୫ ଗୁରୁତର
ମହାଦେବଙ୍କୁ ଜଳାଭିଷେକ କରିବାକୁ ଯାଉଥିବା ବେଳେ ଅଘଟଣ । ବିଦ୍ୟୁତ୍ ଆଘାତରେ ଗଲା ୬ଜଣ କାଉଡିଆ ଭକ୍ତଙ୍କ ଜୀବନ, ଅନ୍ୟ ୫ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶ ମେରଟର ପରିକ୍ଷିତଗଡ଼ ଅଞ୍ଚଳରେ । ପାଣି ନେଇ!-->…
