ଏସିଆନ୍ ଗେମ୍ସରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ
ଏସିଆନ୍ ଗେମ୍ସରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ। ଜାପାନରେ ଅନୁଷ୍ଠିତ ହକି ସେମିଫାଇନାଲରେ ଭାରତ ୪-୩ ଗୋଲ୍ରେ ପାକିସ୍ତାନକୁ ପରାସ୍ତ କରିଛି। ମ୍ୟାଚ୍ର ପ୍ରଥମାର୍ଦ୍ଧରେ ଭାରତ ୩-୦ରେ ଆଗୁଆ ଥିଲା। ଅଧିନାୟକ ହରମନପ୍ରୀତ ସିଂହ ୫ମ ଓ ୧୩ତମ ମିନିଟ୍ରେ ଦୁଇଟି ପେନାଲ୍ଟି କର୍ଣ୍ଣରରୁ…
