Odia News Portal

ଜଳନ୍ତା ଜୁଇରୁ ଅଧା ପୋଡ଼ା ଶବ ମାଂସ କାଟି ଖାଇଲେ

ଏମିତି ମଦ ନିଶା ଯେ, ଭୁଲିଗଲେ ହିତାହିତ ଜ୍ଞାନ। ଜଳନ୍ତା ଜୁଇରୁ ଅଧା ପୋଡ଼ା ଶବ ମାଂସ ଖାଇବାକୁ ମଧ୍ୟ ପଛାଇଲେ ନାହିଁ। ବିଶ୍ୱାସ ନହେଲେ ବି, ଘଟଣାଟି ସତ। ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ୍‌ ଅନ୍ତର୍ଗତ ବିରେଶ୍ୱରପୁର ଗାଁରେ ଏଭଳି ଘଟଣା ଘଟିଛି। ଶବ ମାଂସ ଖାଇଥିବା…

କେନ୍ଦ୍ରକୁ ସୁପ୍ରିମ ଝଟକା

କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଆଉ ଏକ ଝଟକା । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳକୁ ଦୁଇ ଦୁଇଥର ବଢାଇବାକୁ ସୁ୍ପ୍ରିମକୋର୍ଟ ବେଆଇନ୍ ବୋଲି କହିଛନ୍ତି । ଏଥିସହ ଆସନ୍ତା ଜୁଲାଇ ୩୧ରେ ଅବସର ନେବାକୁ ଡେଡଲାଇନ ଦେଇଛନ୍ତି । ଇଡିର ନିର୍ଦ୍ଦେଶକ ସଞ୍ଜୟ…

ନିର୍ବାଚନ ଆସିଲେ ନୂଆ ଯୋଜନା: କଂଗ୍ରେସ

ଆମ ଓଡିଶା ନବୀନ ଓଡିଶା ଯୋଜନାକୁ କଂଗ୍ରେସର ସମାଲୋଚନା । ନିର୍ବାଚନ ଆସିଲେ ନୂଆ ଯୋଜନା ଘୋଷଣା ହୁଏ କହିଲେ ପିସିସି ସଭାପତି । ଜଗନ୍ନାଥ ସଂସ୍କୃତିର ପ୍ରଚାର ପାଇଁ କହୁଛନ୍ତି,ରତ୍ନଭଣ୍ଡାର କାହିଁକି ଖୋଲୁନାହାନ୍ତି । ବିଜେଡି କର୍ମୀଙ୍କୁ ପୋଷିବାକୁ ଯୋଜନା ହୋଇଛି କହିଲେ ବିଜୟ ପଟ୍ଟନାୟକ ।…

ବ୍ରହ୍ମପୁର ରେଳ ଷ୍ଟେସନ ପୂର୍ବରୁ ଟ୍ରେନରୁ ବାହାରିଲା ଧୂଆଁ

 ବ୍ରହ୍ମପୁର ରେଳ ଷ୍ଟେସନ ପୂର୍ବରୁ ଟ୍ରେନରୁ ବାହାରିଲା ଧୂଆଁ । ଦିବ୍ରୁଗଡ-କନ୍ୟାକୁମାରୀ ପାସେଞ୍ଜର ଟ୍ରେନରେ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି । ଟ୍ରେନରୁ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଛାନିଆ । ଭୟରେ ଟ୍ରେନରୁ ଯାତ୍ରୀମାନେ ଓହ୍ଲାଇ ପଡିଛନ୍ତି । ବ୍ରହ୍ମପୁର ରେଳ ଷ୍ଟେସନରେ ଥିବା…

ଏଭରେଷ୍ଟ୍‍ ଶୃଙ୍ଗ ନିକଟରୁ ମିଳିଲା ନିଖୋଜ ହେଲିକପ୍ଟରର ଧ୍ୱଂସାବଶେଷ, ସମସ୍ତ ୬ ଯାତ୍ରୀଙ୍କ ମୃତ୍ୟୁ

ନେପାଳରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ସମସ୍ତ ୬ ଜଣଙ୍କର ମୃତଦେହ ମିଳିଛି। ମଙ୍ଗଳବାର ସକାଳେ ହେଲିକପ୍ଟର ନିଖୋଜ ହୋଇଥିଲା। ଏହାପରେ ମିଳିଛି ମୃତଦେହ। ନିଖୋଜ ହେଲିକପ୍ଟରର ଧ୍ୱଂସାବଶେଷ ଠାବ ହୋଇଛି। ଲିଖୁ ପିକେ ଭିଲେଜ କାଉନସିଲ ନିକଟରୁ ମିଳିଛି ଭଗ୍ନାବଶେଷ। ପାହାଡ଼ ଶିଖରରେ ଏକ ଗଛ ସହ…

ପାକିସ୍ତାନ ଏଜେଣ୍ଟଙ୍କ ସହ କଥା ହେଉଥିଲା ଅଭିଜିତ୍

ପାକିସ୍ତାନ ପାଇଁ ଗୁଇନ୍ଦାଗିରି ମାମଲାରେ ରିମାଣ୍ଡରେ ଆସିଥିବା ଅଭିଜିତ୍ ସଂଜୟ ଜାମ୍ବୁରେଠାରୁ ଆଜି ଆଉ କିଛି ନୂଆ ତଥ୍ୟ ମିଳିଛି। ଏସ୍ଟିଏଫ୍, ଏଟିଏସ୍ ଓ ଆଇବିର ମିଳିତ ଜେରାରୁ ଜଣାପଡ଼ିଛି ଯେ ସେ ବ୍ୟବହାର କରୁଥିବା ୫ଟି ମୋବାଇଲ୍ ନମ୍ବରରୁ ୩ଟିରେ ପାକିସ୍ତାନ ଏଜେଣ୍ଟଙ୍କ ସହ କଥା ହୋଇଛି।…

ଟ୍ରେନ ଟ୍ରାଜେଡି: ୩ ଜଣଙ୍କୁ କୋର୍ଟ ଚାଲାଣ

ବାହାନଗା ଟ୍ରେନ ଦୁର୍ଘଟଣା ମାମଲା । କୋର୍ଟ ଚାଲାଣ ହେଲେ ୩ ଜଣ ଅଭିଯୁକ୍ତ । କଡା ସୁରକ୍ଷା ଭିତରେ ଅଭିଯୁକ୍ତଙ୍କ କୋର୍ଟକୁ ନିଆଗଲା । ୩ ଜଣ ଅଭିଯୁକ୍ତ ଚନ୍ଦକା ଥାନାରେ ରହିଥିଲେ । ଆଜି ସରୁଛି ବାହାନଗା ରେଳ ଦୁର୍ଘଟଣାରେ ଗିରଫ, ସିଗିନାଲ ସିନିୟର ସେକ୍ସନ୍ ଇଂଜିନିୟର ଅରୁଣ ମହନ୍ତ, ସେକ୍ସନ୍…

ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନା ଆରମ୍ଭ, ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ

ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ । ଗତକାଲି ହୋଇଥିବା କ୍ୟାବିନେଟ୍ ବୈଠକରେ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଗ୍ରାମାଂଚଳର ବିକାଶ ପାଇଁ ହାତ ଖୋଲା କରିଦେଇଛନ୍ତି ସରକାର । ଏକ ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଘୋଷଣା କରାଯାଇଛି । ଏହି ଯୋଜନାରେ ଚଳିତ ଆର୍ଥିକ ବର୍ଷରେ ୪…

ଆନନ୍ଦ ବଜାରରେ ବାହାର ବ୍ୟକ୍ତି ବିକ୍ରି କରିପାରିବେନି ମହାପ୍ରସାଦ ଓ ସୁଖିଲା ଭୋଗ

ଶ୍ରୀମନ୍ଦିର ଆନନ୍ଦ ବଜାରକୁ ଶୃଙ୍ଖଳିତ କରିବା ପ୍ରସଙ୍ଗ । ଏଣିକି ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରିପାରିବେ ନାହିଁ ବାହାର ବ୍ୟକ୍ତି । ନିୟମ ଉଲଂଘନ କରାଗଲେ ଥାନାରେ ଏତଲା ଦିଆଯିବା ସହ ଆଇନଗତ କାର‌୍ୟ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିଶୃଙ୍ଖଳା ଘଟଣା ସାମ୍ନାକୁ…

ଉଚ୍ଚଶିକ୍ଷା ପାଇଁ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା:…

ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯିବ ଆର୍ଥିକ ସହାୟତା । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀ ଏକକାଳୀନ ୫୦ ହଜାର ଟଙ୍କାର ସହାୟତା ଦିଆଯିବ । ଜନଜାତି…