ଖୋର୍ଦ୍ଧା ବାଘମରିରୁ କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ
ଖୋର୍ଦ୍ଧା ବାଘମରି ଅଞ୍ଚଳରୁ କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି। ଜଣେ ବ୍ରାଉନସୁଗାର ଡିଲରକୁ ଗିରଫ କରାଯାଇଛି। ତାଙ୍କଠାରୁ ୧୧୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ ।
ଗିରଫ ବ୍ରାଉନସୁଗର ଡିଲରଙ୍କ ନାଁ ସୁରେଶ ମହାପାତ୍ର। ତାଙ୍କ ଘର ଖୋର୍ଦ୍ଧା!-->!-->!-->…
