ଗଛରେ ପିଟି ହେଲା କାର୍, ୩ ମୃତ
ଗତକାଲି ବିଳମ୍ବିତରେ ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ମୁଖ୍ୟ ରାସ୍ତାର ବାସନି ଛକ ନିକଟରେ ଗଛରେ ପିଟିହେଲା କାର୍। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ରାଇଘର ଥାନା ଅନ୍ତର୍ଗତ ଛତାବେଡା ଗ୍ରାମର ଗାଡ଼ି ଚାଳକ ସୁରେଶ!-->…
