ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଗତ କାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ!-->…
