Odia News Portal

ଆସିଲା ଆଜ୍ଞାମାଳ, ଦକ୍ଷିଣ ମୋଡ ନେବେ ତିନି ରଥ

ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ବାହୁଡାଯାତ୍ରା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥର ଦକ୍ଷିଣମୋଡ କରାଯାଇଛି। ଏଥିପାଇଁ ମହାପ୍ରଭୁଙ୍କର ଆଜ୍ଞାମାଳ ଆସିଛି । ରଥ ଦକ୍ଷିଣ ମୋଡ…

ବାପା ଓ ପଡୋଶୀ ଯୁବକର ଦୁଷ୍କର୍ମରେ ନାବାଳିକା ଗର୍ଭବତୀ

ପିସାଚ ସାଜିଲା ଜନ୍ମ ଦେଇଥିବା ବାପା । ନିଜ ଜନ୍ମିତ ଝିଅକୁ କରୁଥିଲା ଦୁଷ୍କର୍ମ । ବାରମ୍ବାର ବାପାର ଏହି ପାସବିକତାର ଶିକାର ହୋଇ ନାବାଳିକାଜଣଙ୍କ ଗର୍ଭବତୀ ହେବା ପରେ ଘଟଣା ସାମ୍ନାକୁ ଆସିଛି । କେବଳ ବାପା ନୁହେଁ ବରଂ ବିବାହର ପ୍ରତିଶୃତି ଦେଇ ପଡୋଶୀ ଯୁବକ ମଧ୍ୟ କରୁଥିଲା ଦୁଷ୍କର୍ମ ।…

ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ…

ଫିଲ୍ମ ‘ଆଦିପୁରୁଷ’କୁ ନେଇ ଥମୁନି ବିବାଦ

ଚଳଚ୍ଚିତ୍ର ‘ଆଦିପୁରୁଷ’କୁ ନେଇ ବିବାଦ ଥମିବାରେ ନାଁ ନେଉ ନାହିଁ। ବିଭିନ୍ନ ମହଲରେ ଫିଲ୍ମକୁ ସମାଲୋଚନା କରାଯାଉଛି। ନାନା ସମାଲଚୋନା ଆଲୋଚନା ପରେ ବକ୍ସ ଅଫିସ୍‌ରେ ବି ଫିଲ୍ମ ଫ୍ଲପ୍‌ ହେବାରେ ଲାଗିଛି। ରୋଜଗାର ହ୍ରାସ ପାଉଛି। ଶ୍ରୀରାମଙ୍କ କଥାକୁ କଦର୍ଥ କରି ଦେଖାଯାଇଛି ବୋଲି…

ଦୁଇ ଟ୍ରେନ ମଧ୍ୟରେ ପୁଣି ଧକ୍କା, ୧୨ ବଗି ଲାଇନ ଚ୍ୟୁତ

ଭାରତୀୟ ରେଳବାଇର ପିଛା ଛାଡ଼ୁନି ଦୁର୍ଘଟଣା। ଜୁନ ୨ ଓଡ଼ିଶାର ଟ୍ରେନ ଟ୍ରାଜେଡି ପରେ ଏକାଧିକ ରେଳ ଦୁର୍ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହିକ୍ରମରେ ଆଜି ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ…

ଆମେ ଏକାଠି ଲଢିବୁ: ମମତା

 ବିହାର ପାଟନାରେ ପ୍ରମୁଖ ବିରୋଧୀ ଦଳମାନଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ । ବୈଠକରେ ନୀତିଶ କୁମାର, ଲାଲୁ ଯାଦବ,ଶରତ ପାୱାର ସାମିଲ ଥିବା ଜଣାପଡିଥିଲା । ରାହୁଲ ଗାନ୍ଧୀ,ମଲ୍ଲୀକାର୍ଜୁନ ଖଡଗେ,ମମିା ବାନାର୍ଜୀ ମଧ୍ୟ ସାମିଲ ଥିଲେ । ସୀତାରାମ ୟେଚୁରୀ,ଅରବିନ୍ଦ କେଜ୍ରିୱାଲ,ଉଦ୍ଧବ ଥାକରେ ମଧ୍ୟ…

ମହାପ୍ରଭୁଙ୍କ ନାଁରେ ମହା ଠକେଇ

ଭକ୍ତଙ୍କ ଭାବନା ସହ ଖେଳ । ମହାପ୍ରଭୁଙ୍କ ନାଁରେ ଠକେଇ । ଶ୍ରୀମନ୍ଦିରରେ ଭୋଗ ଲଗାଇବା ନାଁରେ ଭକ୍ତଙ୍କ ଭାବନା ସହ ରୀତିମତ ଖେଳ ଚାଲିଛି । ଶ୍ରୀମନ୍ଦିରରେ ପୂଜା କରିବାକୁ ଅନଲାଇନରେ ଦିଆଯଇଛି ବିଜ୍ଞାପନ । ଭକ୍ତମାନେ କୌଣସି ସ୍ଥାନରେ ଥାଇ ନିଜ ନାଁରେ ଭୋଗ ଚଢାଇ ପାରିବେ ବୋଲି ଏଥିରେ…

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ମାଗୁବେରେଣୀ ଗାଁରେ ଶୁକ୍ରବାର ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ବୃଦ୍ଧଙ୍କୁ ଦନ୍ତାହାତୀ ଆକ୍ରମଣ କରିଥିଲା। ହାତୀଟି ବୃଦ୍ଧଙ୍କୁ ଶୁଣ୍ଢରେ କଚାଡି…

ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଗିରଫ

ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଜୟନ୍ତୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ାଉ ପରେ ଜୟନ୍ତୀଙ୍କ ୧୪୫ ପ୍ରତିଶତରୁ ଅଧିକ ଆୟ ବହିର୍ଭୂତ ସଂପତ୍ତି ଥିବା ଜଣାପଡିଥିଲା । ଗତକାଲି…

ସାପ କାମୁଡ଼ାରେ ଦୁଇ ଭଉଣୀ ମୃତ

ସାପ କାମୁଡ଼ାରେ ଗଲା ଦୁଇ ଭଉଣୀଙ୍କ ଜୀବନ । ଫଡ଼ିରେ ପରିବାର ସହ ଶୋଇଥିବା ବେଳେ ବିଷଧର ସାପ କାମୁଡାର ୨ ସମ୍ପର୍କୀୟ ଭଉଣୀ ପ୍ରାଣ ହରାଇଛନ୍ତି । ଉଭୟଙ୍କୁ କଣ୍ଟାମାଳ ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର । ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବରଗାଁ…